ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କଳିଙ୍ଗ ରିପୋର୍ଟର): ରାଜ୍ୟରେ ତୃତୀୟ କରୋନା ପଜିଟିବ ସୂଚନା ମିଳିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଟ୍ୱିଟର ଯୋଗେ ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଆକ୍ରାନ୍ତ ଭୁବନେଶ୍ୱର ର ବୋଲି ଜଣାପଡିଛି । ତାଙ୍କର ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ସରକାର ।

Leave A Reply

Your email address will not be published.